ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଉପଲକ୍ଷେ ରାଉରକେଲା ସହରରେ ଏକ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ଅନୁଷ୍ଠିତ ପଦଯାତ୍ରାରେ ବିଭିନ୍ନ ବର୍ଗର ଲୋକ ଓ ଛାତ୍ରଛାତ୍ରୀ ସାମିଲ ହୋଇଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ରାଉରକେଲା ଡିଆଜି ବ୍ରିଜେଶ କୁମାର ରାୟ।