ସୋନପୁର: ଆସନ୍ତା ୨ ଦିନ ପାଇଁ ସୁବର୍ଣ୍ଣପୁର ଜିଲ୍ଲାକୁ ୟୋଲ ୱାର୍ନିଙ୍ଗ ଜାରି, ଜିଲ୍ଲାରେ ବିଜୁଳି ଘଡଘଡି ଶହ ବର୍ଷାର ସମ୍ଭାବନା
Sonapur, Subarnapur (Sonepur) | Sep 13, 2025
ସୂଚନା ଅନୁସାରେ ଆଜି ଅପରାହ୍ନ ପ୍ରାୟ ୫ ଘଣ୍ଟା ସମୟରେ ସୁବର୍ଣ୍ଣପୁର ଜିଲ୍ଲାକୁ ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ ୟୋଲ ୱାର୍ନିଙ୍ଗ ଜାରି...