ନୂଆପଡା: ଜିଏସଟି କମିବା ନେଇ ବିଜେପି କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ରାଜ୍ୟ ସଭାପତିଙ୍କ ସୂଚନା
ଆଜି ସଦର ନୂଆପଡ଼ାରେ ଥୁବା ବିଜେପି ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟରେ କେନ୍ଦ୍ର ସରକାରଙ୍କ ଦ୍ୱାରା ଜିଏସଟି ହ୍ରାସକୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା। ଦିନ ଦୁଇଟା ସମୟରେ ପୂର୍ବତନ ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ସାମ୍ବାଦିକଙ୍କୁ ଏ ବାବଦରେ ନିଜର ପ୍ରତିକ୍ରିୟା ରଖିଛନ୍ତି।