ପଟ୍ଟାଙ୍ଗୀ: ପାନ୍ଥଲୁଙ୍ଗ ଗ୍ରାମ ପରିଦର୍ଶନ କରି ସ୍ଥାନୀୟ ଲୋକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କଲେ ବିଧାୟକ
ପଟାଙ୍ଗୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନନ୍ଦପୁର ବ୍ଲକର ପାନ୍ଥଲୁଙ୍ଗ ଗ୍ରାମ ପରିଦର୍ଶନ କରି ସ୍ଥାନୀୟ ଲୋକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ ତଥା କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ