ମଙ୍ଗଳବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ବୌଦ୍ଧ ଏନଏସିକୁ ମ୍ୟୁନିସିପାଲିଟି ଘୋଷଣା ବିଜ୍ଞପ୍ତି ଜାରି ପରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନଙ୍କୁ ସମ୍ବର୍ଦ୍ଧିତ କରିଛି ବୌଦ୍ଧ ଏନଏସି l ଆଜି ବୌଦ୍ଧ ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ରଙ୍କ ନେତୃତ୍ବରେ ଏନଏସିର କନିଷ୍ଠ ଯନ୍ତ୍ରୀ ପବିତ୍ର ମୋହନ ପ୍ରଧାନ, କାଉନକାଉନ ରାଧେଶ୍ୟାମ ସେଠୀ ଓ ଅନ୍ୟ କର୍ମଚାରୀ ମାନେ ଅତିରିକ୍ତ ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ପହଞ୍ଚି ସମ୍ବର୍ଦ୍ଧିତ କରିଥିଲେ |