ମୟୂରଭଞ୍ଜ ଜିଲ୍ଲା ବାରିପଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାରିପଦା ଗ୍ରାମୀଣର ଖଡ଼ିଶୋଳ ଗ୍ରାମରେ ସୋମବାର ଅପରାହ୍ନ ପ୍ରାୟ ୪ଟାରେ ଏକ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ତେବେ ଏହି ଟୁର୍ଣ୍ଣାମେଣ୍ଟରେ ବାରିପଦା ବିଧାୟକ ପ୍ରକାଶ ସୋରେନ ଯୋଗଦାନ କରିଥିବା ବେଳେ ସମାଜସେବୀ ପରେଶ ମହାନ୍ତ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ।