ସେମିଳିଗୁଡା: ଦୁଧାରି ପଞ୍ଚାୟତ ପଡ଼ିଆ ଠାରେ ଆଜି ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ
କୋରାପୁଟ ଜିଲ୍ଲା ସେମିଳିଗୁଡା ବ୍ଲକ ଦୁଧାରି ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ରାଜ୍ୟ ସରକାରଙ୍କ ପ୍ରୟାସ ଉପରେ ନେଇ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଆମ ଓଡ଼ିଶା ନବୀନ ଓଡ଼ିଶା