ରାୟଗଡା: ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅନୁଷ୍ଠିତ
Rayagada, Rayagada | Sep 5, 2025
ରାୟଗଡ଼ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି।...