Public App Logo
Jansamasya
हादसा
News
पुलिस
Maharashtra
Bjp
National
Police
Bihar
कांग्रेस
Accident
Congress
Modi
Delhi
Viral
Crime
Up
अमित_शाह
Bollywood
दिल्ली
Breakingnews
Narendramodi
Madhya_pradesh
Mp
Nsui
उत्तरप्रदेश
Pmmodi
Rahulgandhi
यूपी
Uttarpradesh
image
image

ରାଜଧାନୀରେ କାଳବୈଶାଖୀ ପାଇଁ ପୁରୀରେ ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର । କାଳବୈଶାଖୀ ପାଇଁ ବର୍ଷା ଓ ପବନ ଭୁବନେଶ୍ବର ହୋଇଥିଲା। ଫଳରେ ଭୁବନେଶ୍ବରରେ ଲ୍ୟାଣ୍ଡିଂ କରିପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର । ପୁରୀ ସମଙ୍ଗ ଅସ୍ଥାୟୀ ବସଷ୍ଟାଣ୍ଡରେ ହେଲିକପ୍ଟର ଜରୁରୀ ଅବତରଣ କରିଥିଲା ।

ରାଜଧାନୀରେ କାଳବୈଶାଖୀ ପାଇଁ ପୁରୀରେ ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର । କାଳବୈଶାଖୀ ପାଇଁ ବର୍ଷା ଓ ପବନ ଭୁବନେଶ୍ବର ହୋଇଥିଲା। ଫଳରେ ଭୁବନେଶ୍ବରରେ ଲ୍ୟାଣ୍ଡିଂ କରିପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର । ପୁରୀ ସମଙ୍ଗ ଅସ୍ଥାୟୀ ବସଷ୍ଟାଣ୍ଡରେ ହେଲିକପ୍ଟର ଜରୁରୀ ଅବତରଣ କରିଥିଲା । - Bargarh News