Public App Logo
Jansamasya
���िल्ली
���िरफ्तार
Breakingnews
Madhya_pradesh
Pmmodi
Rahulgandhi
Haryana
Uttarpradesh
Jdu
Sambalpur
Cyclone
���ादी
Crimenews
Bareilly
Bcci
Agra
Breaking
Aimim
Railway
Biharnews
Jodhpur
Fatehpur
Kanganaranaut
Amitshah
Meerut
Fire
Jhansi
Rain
Trending

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି

ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।