ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କୁମାରୀ ସ୍ଥିତ ବିଜେପି କାର୍ଯ୍ୟାଳୟରେ ବିଧାୟକ ହିମାଂଶୁ ଶେଖର ସାହୁ ଧର୍ମଶାଳାର ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ବୁଝିବା ସହ ତ୍ୱରିତ ସମାଧାନ ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିବା ଶୁକ୍ରବାର ରାତି 10 ଘଟିକା ସମୟରେ ଦେଖିବାକୁ ମିଳିଛି ।