ସିଧେଶ୍ୱରବେର୍ଣ୍ଣା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଜାତୀୟ ଗଣିତ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟ ପରିଚାଳନା ସମିତିର ସହ ସମ୍ପାଦକ ମୁଖ୍ୟ ଅତିଥି ରୁପେ ଯୋଗ ଦେଇ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଦିଲୀପ କୁମାର ପାଢ଼ୀ, କାର୍ଯ୍ୟକ୍ରମର ଉଦେ୍ଦଶ୍ୟ ସମ୍ପର୍କ ରେ କହିଥିଲେ । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପ୍ରଶ୍ନମଞ୍ଚ, ପତ୍ରବାଚନ, ଗଣିତ ରଙ୍ଗୋଲି, ଜ୍ୟାମିତିକ ଚିତ୍ର ଆଦି ପ୍ରତିଯୋଗିତା ହୋଇଥିଲା । କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇ ଉତ୍ସାହିତ କରାଯାଇଥିଲା । ଗଣିତ ର ସମସ୍ୟା ସାମାଜିକ ଜ