ରାୟଗଡା: ରାୟଗଡ଼ରେ କ୍ଲୋରିନ୍ ଗ୍ୟାସ୍ ଲିକେଜ୍ ମୁକାବିଲା ପାଇଁ ମକ୍ ଡ୍ରିଲ୍ ଓ ଟେବୁଲ୍ ଟପ୍ ଏକ୍ସରସାଇଜ୍
ରାୟଗଡ଼ ଜିଲ୍ଲାରେ କ୍ଲୋରିନ୍ ଗ୍ୟାସ୍ ଲିକେଜ୍ ଜନିତ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଟେବୁଲ୍ ଟପ୍ ଏକ୍ସରସାଇଜ୍ ଓ ମକ୍ ଡ୍ରିଲ୍ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି।