ଜାତୀୟ ସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ପରବ ୨୦୨୫ ଆଜି ମୁଖ୍ୟମନ୍ତ୍ରୀ ମୋହନ୍ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେବା କାର୍ଯ୍ୟକ୍ରମ ରହିଛି ଜିଲ୍ଲାର ବିଭିନ୍ନ ସମସ୍ୟା ସମାଧାନ ହେବା ନେଇ ଆଶାବ୍ୟକ୍ତ କରି ଆଜି ଦିନ ୨ଟା ସମୟରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ଜିଲ୍ଲା ଏସସି ସେଲ୍ ସଭାପତି ରମେଶ ଖରା।