ରାୟଗଡା: ରାୟଗଡ଼ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଅନୁଷ୍ଠିତ
ଗଜପତି ଜିଲ୍ଲା ରାୟଗଡ଼ ବ୍ଲକରେ ଆନନ୍ଦ ଉଲ୍ଲାସ ସହ ଅନୁଷ୍ଠିତ ହେଲା ଶିଶୁ ମହୋତ୍ସବ ‘ସୁରଭି-୨୦୨୬’। ଏଥିରେ ୧୦୭ଟି ବିଦ୍ୟାଳୟର ୩୦୦ରୁ ଅଧିକ ଛାତ୍ରଛାତ୍ରୀ ଭାଗ ନେଇଥିବା ବେଳେ ରାୟଗଡ଼ ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ଚାମ୍ପିଅନ ହୋଇଛି।