କେନ୍ଦ୍ରାପଡା: କେନ୍ଦ୍ରାପଡ଼ାରେ ସଫଳତାର ସହ ଉଦ୍ଯାପିତ ହେଲା ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ
କେନ୍ଦ୍ରାପଡ଼ା ଇଚ୍ଛାପୁର ବହୁମୁଖୀ ଇଣ୍ଡୋର ଷ୍ଟାଡିୟମଠାରେ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ଆୟୋଜିତ ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ଉଦ୍ଯାପିତ ହୋଇଯାଇଛି।