Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Gujarat
भाजपा
Congress
Modi
Delhi
Viral
Bollywood
दिल्ली
Patna
Breakingnews
Narendramodi
Madhya_pradesh
Nsui
Madhyapradesh
Pmmodi
Rahulgandhi
यूपी
Bhopal
सपा
Uttarpradesh
Haryana

କବିସୂର୍ଯ୍ୟନଗର: ଶ୍ରଦ୍ଧାପୁର ସୋସାଇଟିରେ ଧାନମଣ୍ଡି ଉଦଘାଟିତ

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ଶ୍ରଦ୍ଧାପୁର ସେବା ସମବାୟ ସମିତିରେ ଚଳିତ ବର୍ଷର ଧାନମଣ୍ଡି ଉଦଘାଟିତ ହୋଇଯାଇଛି । କବିସୂର୍ଯ୍ୟନଗର ବିଧାୟକ ଶ୍ରୀ ପ୍ରତାପ ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିବା ବେଳେ ସମ୍ପାଦକ ପ୍ରଭାତ କୁମାର ଜେନା ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ମିଲର ମାନଙ୍କ ସହିତ ସିଧା ସଳଖ ଯୋଗାଯୋଗ ନକରି ସମବାୟ ସମ୍ପାଦକ, ବ୍ଲକ ଯୋଗାଣ ଅଧିକାରୀ, ବିଡ଼ିଓ, ତହସିଲଦାର କିମ୍ୱା ବିଧାୟକଙ୍କ ସହିତ ସିଧାସଳଖ ଯୋଗାଯୋଗ କରିବା ସହ ଟୋକନ ସମସ୍ୟା ରହିବ ନାହିଁ ବୋଲି କହିଥିଲେ ବିଧାୟକ । ଚାଷୀଙ୍କ ମୌଳିକ ସମସ୍ୟା ଦୂର କରିବାକୁ ହେବ ।