Public App Logo
Jansamasya
National
Vandebharatexpress
Didyouknow
Shahdara
New_delhi
Delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ଓରିଏଣ୍ଟ: ଝାରସୁଗୁଡା ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ଜିଲ୍ଲା ଖଣିଜ ପାଣ୍ଠି ହଲରେ ଦୁର୍ଗାପୂଜା ପାଇଁ ଏକ ପ୍ରସ୍ତୁତି ତଥା ଶାନ୍ତି କମିଟି ବୈଠକ ଅନୁଷ୍ଠିତ

Orient, Jharsuguda | Sep 15, 2025
ଝାରସୁଗୁଡା ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ଜିଲ୍ଲା ଖଣିଜ ପାଣ୍ଠି ହଲ ରେ ଦୁର୍ଗାପୂଜା ପାଇଁ ଏକ ପ୍ରସ୍ତୁତି ତଥା ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଛି l ଆଜି ସୋମବାର ଅପରାହ୍ନ ୪ ଟା ୩୦ ରୁ ୫ଟା ୩୦ ଯାଏଁ ଅନୁଷ୍ଠିତ ଏହି ବୈଠକ ରେ ଝାରସୁଗୁଡା ଜିଲ୍ଲାପାଳ, ଝାରସୁଗୁଡା ଏସପି, ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ସ୍ତରୀୟ, ପୌରପରିଷଦ ସ୍ତରୀୟ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ମାନଙ୍କ ସହ ବିଭିନ୍ନ ପୂଜା କମିଟି ର ସଦସ୍ୟ ଏବଂ ବୁଦ୍ଧିଜୀବି ମାନେ ଉପସ୍ଥିତ ଥିଲେ l

MORE NEWS