ଅନୁଗୋଳ: ହୁଲୁରିସିଂହା ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ମାଡ ମାରିଥିବା ନେଇ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କଲା ଅନୁଗୋଳ ପୋଲିସ
Anugul, Angul | Oct 20, 2025 ଅନୁଗୋଳ ଜିଲ୍ଲା ଅନୁଗୋଳ ଥାନା ଅନ୍ତର୍ଗତ ହୁଲୁରିସିଂହା ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ମାଡ ମାରୁଥିବା ଖବର ପାଇ ଘଟଣା ସ୍ଥଳରେ ଅନୁଗୋଳ ପୋଲିସ ପହଞ୍ଚି ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ତେଣୁ ଉକ୍ତ ବ୍ୟକ୍ତିଙ୍କୁ କିଏ, କାହିଁକି ମାଡ ମରୁଥିଲେ ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣା ପଡ଼ି ନାହିଁ।