ଜୟପୁର ରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ଦାବିରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ,ସ୍ଥାନୀୟ ପ୍ରାର୍ଥୀଙ୍କୁ ସ୍ଥାୟୀ ନିଯୁକ୍ତି ଦିଆଗଲେ ଜିଲ୍ଲାର ଆର୍ଥିକ ବିକାଶ ତ୍ୱରାନ୍ୱିତ ହେବା ସହ ଶିକ୍ଷା ଓ ରୋଜଗାର କ୍ଷେତ୍ରରେ ନୂଆ ସୁଯୋଗ ସୃଷ୍ଟି ହେବ ବୋଲି ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉଁନ୍ତା, ମତ ପ୍ରକାଶ କରିଥିଲେ। ସେ ଆହୁରି କହିଥିଲେ, ଯଦି ଜିଲ୍ଲା ସ୍ତରୀୟ ନିଯୁକ୍ତି ଦାବି ପୂରଣ ନ ହୁଏ, ତେବେ କଂଗ୍ରେସ ପକ୍ଷରୁ ବ୍ୟାପକ ଜନଆନ୍ଦୋଳନ ଓ ରାସ୍ତାରୋକ କରାଯିବ।