Public App Logo
Jansamasya
News
पुलिस
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana
Lucknow

ନୂଆପଡା: ଖରିଆର ରୋଡ଼ ସାହୁ ସମାଜ ଭବନରେ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପାଇଁ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ

Nuapada, Nuapada | Sep 10, 2025
ଖରିଆର ରୋଡ଼ରେ ସାହୁ ସମାଜ ପକ୍ଷରୁ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଆକସ୍ମିକ ବିୟୋଗକୁ ନେଇ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା।ଏହି ସଭାରେ ସାହୁ ସମାଜର ବିଶିଷ୍ଟ ବ୍ୟକ୍ତି ମାନେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଦେଇଥିଲେ।