୨୮ତମ ସମ୍ବଲପୁର ଲୋକ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳାର ୨ ଦିନରେ ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ପଦ୍ମଶ୍ରୀ ଜିତେନ୍ଦ୍ର ହରିପାଲ, ଜିଲ୍ଲା ପରିଷଦ ଅଧ୍ୟକ୍ଷ କୁମୁଦିନୀ ନାଏକ, ରେଙ୍ଗାଲି ବ୍ଲକ ଅଧ୍ୟକ୍ଷ ସତ୍ୟନାରାୟଣ ଅଗ୍ରୱାଲ, ମାନେଶ୍ୱର ବ୍ଲକ ଅଧ୍ୟକ୍ଷ ରୁକ୍ମଣୀ ମହାନନ୍ଦ, ମହାନଗର ନିଗମ କମିଶନର ରେହାନ ଖତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ଏଥିସହ ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ପୁରସ୍କୃତ ପ୍ରଫୁଲ୍ଲ ମିତ୍ର ଓ ସତ୍ୟ ରଞ୍ଜନ ବେହେରାଙ୍କୁ ସମ୍ମାନିତ କରାଯାଇଥିଲା। ମହୋତ୍ସବ ସମିତି ସଂଯୋଜକ ଦୀପକ କୁମାର ପଣ୍ଡା ଧନ୍ୟବାଦ୍