ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଳକ ଢିଅପଢାଳ ଗ୍ରାମ ପଞ୍ଚାୟତ ର ସଭାଗୃହ ଠାରେ ମୁଖ୍ୟମନ୍ତ୍ରୀଙ୍କ ସିଧାପ୍ରସାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି
ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଳକ ଢିଅପଢାଳ ଗ୍ରାମ ପଞ୍ଚାୟତ ର ସଭାଗୃହ ଠାରେ ମୁଖ୍ୟମନ୍ତ୍ରୀଙ୍କ ସିଧାପ୍ରସାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହା ଆଜି ଦିନ 10 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଯାଇଥିବାର ଖବର ମିଳିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ନୂତନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ଭିତି ପ୍ରସ୍ତର ସ୍ଥାପନ ଓ ଅନ୍ତଦୋୟ ଗୃହ ଯୋଜନାର ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇଥିଲା । ଯାହାର ସିଧାପ୍ରସାରଣ କାର୍ଯ୍ୟକ୍ରମ ରେ ଗ୍ରାମ ପଞ୍ଚାୟତ ର ବହୁ ଜନସାଧାରଣ ଯୋଗ ଦେଇଥିଲେ ।