ବୀରମହାରାଜପୁର: ଉଲୁଣ୍ଡା ଆଞ୍ଚଳିକ ବାଳିକା ହାଇସ୍କୁଲ ପରିସରରେ ବ୍ଲକ ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ
ଉଲୁଣ୍ଡା ଆଞ୍ଚଳିକ ବାଳିକା ହାଇସ୍କୁଲ ପରିସରରେ ବ୍ଲକ ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି l ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଏବିଈଓ ମୁକେଶ ଭୋଇ ମୁଖ୍ୟ ଅତିଥି ଏବଂ ସମ୍ମାନିତ ଅତିଥି ଭାବରେ ଏବିଇଓ ଯୋଗେଶ୍ୱର ଦାସ, ବାଳିକା ହାଇସ୍କୁଲର ପ୍ରଧାନ ଶିକ୍ଷକ ପ୍ରହଲ୍ଲାଦ ସାହୁ, ସାମ୍ବାଦିକ କମଲ ରଞ୍ଜନ ପରିଛା, ସାମ୍ବାଦିକ ଲେଖରାଜ ସାହୁ, ଛାତ୍ର ପ୍ରତିନିଧି ଅଞ୍ଜନା ଲୁହା ଯୋଗଦେଇ ଭିନ୍ନକ୍ଷମ ଛାତ୍ର ଛାତ୍ରୀଙ୍କୁ ମୁଖ୍ୟ ସ୍ରୋତକୁ ଫେରାଇ ଆଣିବା ଏହି ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ମତବ୍ୟକ୍ତ କରିଥିଲେ l ଏହି ଅବସରରେ