ନୂଆପଡା: ପାତାଳଗଙ୍ଗାରେ ପ୍ଲାଷ୍ଟିକ ମୁକ୍ତ ଅଞ୍ଚଳ ପାଇଁ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଙ୍କ ସଚେତନତା ସଭା
ପ୍ଲାଷ୍ଟିକ ମୁକ୍ତ ଅଞ୍ଚଳ ପାଇଁ ପାତାଳଗଙ୍ଗାରେ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଙ୍କ ଏଜ ସଚେତନତା ସଭା ଅନୁଷ୍ଠିତ ହୋଇଛି।ମନ୍ଦିର ପରିଚାଳନା ଓ ଦୋକାନୀ ମାନଙ୍କ ସହ ବିଡ଼ିଓଙ୍କ ଉପସ୍ଥିତିରେ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀ ମାନେ ବିଭିନ୍ନ ବିନ୍ଦୁ ଉପରେ ଆଲୋଚନା କରିଥିଲେ।