Public App Logo
Jansamasya
News
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Madhya_pradesh
अनिल
Cm
Nsui
Pmmodi
Rahulgandhi
यूपी
कानपुर
Pm
Uttarpradesh
Haryana

ଓରିଏଣ୍ଟ: ଝାରସୁଗୁଡା ବିମାନ ବନ୍ଦରରେ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କଲେ ବିଜେପି କାର୍ଯ୍ୟକର୍ତ୍ତା

Orient, Jharsuguda | Dec 1, 2025
ଝାରସୁଗୁଡା ବିମାନ ବନ୍ଦରରେ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କଲେ ବିଜେପି କାର୍ଯ୍ୟକର୍ତ୍ତା l ଝାରସୁଗୁଡା ବୀରସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ଆଜି ସନ୍ଧ୍ୟା ୭ ଟା ରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏଙ୍କୁ ସ୍ୱାଗତ କଲେ ବିଜେପି ଜିଲ୍ଲା ସଭାପତି ରଘୁନନ୍ଦନ ପଣ୍ଡା ଏବଂ ବିଜେପି କାର୍ଯ୍ୟକର୍ତ୍ତାମାନେ l ଏହି ଅବସରେ ବିମାନ ବନ୍ଦରରେ ଝାରସୁଗୁଡା ଜିଲ୍ଲାପାଳ କୁନାଲ ମୋତିରାମ ଚୌହାନ ମଧ୍ୟ ଉପସ୍ଥିତ ଥିବାବେଳେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏଙ୍କ ଗସ୍ତ କୁ ଦୃଷ୍ଟି ରେ ରଖି ସୁରକ୍ଷା ବ୍ୟବସ୍ଥା କୁ କଡା କଡ଼ି କରାଯାଇଥିଲା l