ଆସନ୍ତା 18 ଓ 19 ତାରିଖରେ କଟକ ଜିଲ୍ଲାରେ ଘଡ଼ଘଡ଼ି ଓ ବିଜୁଳି ସହ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି।