ପୁରୀ ମ୍ୟୁନିସିପାଲଟି: ପୁରୀ କଣାସ ବ୍ଲକ ସମ୍ମିଳନୀ କକ୍ଷରେ lଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
Puri M, Puri | Sep 15, 2025 ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଆଜି ଡେଲାଙ୍ଗ ବ୍ଲକ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା।ଜିଲ୍ଲାପାଳ ଦିବ୍ୟ ରଞ୍ଜନ ପରିଡା ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୧୪୧ ଗୋଟି ଅଭିଯୋଗ ମିଳିଥିଲା।ସେଥିରୁ ୧୦୬ ଗୋଟି ବ୍ୟକ୍ତିଗତ,୩୫ ଗୋଟି ଗ୍ରାମ ସମ୍ବନ୍ଧୀୟ ସମ୍ପର୍କରେ ରହିଥିଲା।ତତକ୍ଷଣାତ ୧୫ ଗୋଟି ର ସମାଧାନ କରାଯାଇଥିଲା।ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀ ରେ ଏସ ପି ପ୍ରତୀକ ସିଂ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ସିଡିଏମଓ l