ଦେବଗଡ: ଦେବଗଡ଼ ମୁଖ୍ୟ ଚିକିତ୍ସାଳୟରୁ ଡାକ୍ତର ବଦଳି ବିରୋଧରେ ପ୍ରତିବାଦ
ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏକାଧିକ ଡାକ୍ତରଙ୍କ ବଦଳିକୁ ନେଇ ଯୁବ ଓ ମହିଳା ଏକତା ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ। ନୂତନ ନିଯୁକ୍ତି ନହେବା ପର୍ଯ୍ୟନ୍ତ ବଦଳି ନକରିବାକୁ ଦାବି, ଦାବି ପୂରଣ ନହେଲେ ଆନ୍ଦୋଳନର ଚେତାବନୀ।