ଦିନ 11 ଘଣ୍ଟା ସମୟରେ ଝରିଗାଁ ଅଗ୍ନିସମ ସଂସ୍ଥା ଦ୍ୱାରା ଛାତ୍ରୀଛାତ୍ର ମାନଙ୍କୁ ମକ୍ ଡ୍ରିଲ ପ୍ରଦର୍ଶନ କରି ଛାତ୍ରୀଛାତ୍ର ମାନଙ୍କୁ ସଚେତନ କରାଇଥିଲେ । ଏଭଳି ସଚେତନ କାର୍ଯ୍ୟକ୍ରମ ପ୍ରତ୍ୟେକ ବିଦ୍ୟାଳୟରେ କରାଗଲେ ସମସ୍ତ ଛାତ୍ରୀ ଛାତ୍ର ଙ୍କ ମଧ୍ୟରେ ସାହସ ସହ ପରୋପକାର କରି ଧନ ଜୀବନ ରକ୍ଷା କରି ପାରନ୍ତେ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି |