ପୀତବାସ ପଣ୍ଡା ହତ୍ୟା ମାମଲାରେ ପୋଲିସ ଗତକାଲି ୧୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମାମଲାରେ ପୋଲିସ କୁ ଧନ୍ୟବାଦ ଦେଇଛନ୍ତି ବ୍ରହ୍ମପୁର ବିଧାୟକ କେ ଅନୀଲ କୁମାର। ଏଥି ସହିତ ବିଜୁ ଜନତା ଦଳକୁ ଟାର୍ଗେଟ କରିଛନ୍ତି ।ବ୍ରହ୍ମପୁର ଠାରେ ଗୁରୁବାର ଅପରାହ୍ନରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବ୍ରହ୍ମପୁର ବିଧାୟକ କେ ଅନୀଲ କୁମାର।