ଭଦ୍ରକ ଗ୍ରାମାଞ୍ଚଳ: ଭଦ୍ରକ ଅବକାରୀ ବିଭାଗ ଦ୍ୱାରା ବେତରା ଛକରେ ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ
ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ,ଭଦ୍ରକ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଟିମ ଦ୍ୱାରା ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବେତଡା ଛକ ନିକଟରେ ଚଢ଼ାଉ କରାଯାଇ ୫.୧୦୦ କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଆର.ଏନ. ବେତଡା ଗ୍ରାମର ରତ୍ନାକର ପଣ୍ଡାଙ୍କୁ ଗିରଫ କରାଯାଇଛି। ଜବତ ଗଞ୍ଜେଇ ର ଆନୁମାନିକ ମୂଲ୍ୟ ୫୧ ହଜ଼ାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି, ଏହି ଖବର ଆଜି ଦିନ 4 ଟାରେ ହସ୍ତଗତ ହୋଇଛି