ଖଲ୍ଲିକୋଟ୍: ଖଲ୍ଲିକୋଟ ଆଦର୍ଶ ବିଦ୍ୟାଳୟରେ ସ୍ୱାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତି ଉଦ୍ଘାଟିତ
ଖଲ୍ଲିକୋଟ ବ୍ଲକ ବାଉରିଗଣ୍ଡପଲ୍ଲୀସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସ୍ୱାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତି ଉଦ୍ଘାଟନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାପାଳ ଓ ମୁଖ୍ୟ ଉନ୍ନୟନ ଅଧିକାରୀ ଯୋଗଦେଇଥିଲେ।