ପଟ୍ଟାଙ୍ଗୀ: ନନ୍ଦପୁର ପାଡୁଆ ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଭାବବିହ୍ୱଳ ବିଦାୟ
କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପାଡୁଆ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଗୌରୀମଣି ଦାସଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଦୀର୍ଘ ୯ ବର୍ଷର ସେବା ପରେ ବିଦାୟ ନେଇଛନ୍ତି ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ମଧ୍ୟରେ ଦେଖିବାକୁ ମିଳିଥିଲା ଭାବବିହ୍ୱଳ ପରିବେଶ।