କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ସଦଭାବନା ସଭାଗୃହ ଠାରେ ଆଜି ଦିନ ୨ଟା ପର୍ଯ୍ୟନ୍ତ ପେସା ଆଇନ ଏବଂ ଜନଜାତିଙ୍କ ସାମଗ୍ରିକ ବିକାଶ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନର ଉପ ନିର୍ଦ୍ଦେଶକ ଡ. ଅମିତା ପାତ୍ର, କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ଏବଂ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତ