Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
चुनाव
बीजेपी
भाजपा
Congress
Modi
Delhi
Viral
Jharkhand
Up
Rajasthan
Bollywood
Patna
Breakingnews
महिला
Narendramodi
Nitishkumar
Madhya_pradesh
Cm
Madhyapradesh
Ahmedabad
Pmmodi

ଛତ୍ରପୁର: ରମ୍ଭା ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ପାଇଁ ମନ୍ଦିର ପ୍ରାଙ୍ଗଣରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Chhatrapur, Ganjam | Dec 3, 2025
ରମ୍ଭା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରର ପୁନଃ ପ୍ରତିଷ୍ଠା ପାଇଁ ବୁଧବାର ସଂଧ୍ୟାରେ ମନ୍ଦିର ପ୍ରାଙ୍ଗଣରେ ଏକ ପ୍ରସ୍ତୁତି ବୈଠକ ସ୍ଵାମୀ ଶଙ୍କରାନନ୍ଦ ଗିରି ମହାରାଜଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ମନ୍ଦିର ଦୀର୍ଘ ୨ ବର୍ଷ ହେଲା ୭ ଫୁଟ ଉଚ୍ଚତା ଏବଂ ମନ୍ଦିରର ସୌନ୍ଦର୍ଜୀ କରଣର କାର୍ଯ୍ୟ ସରିଯାଇଛି l ଆଗାମୀ ଫେବୃଆରୀ ୧୮ ରିଖରୁ ୨୨ ତାରିଖ ୫ ଦିନ ପର୍ଯ୍ୟନ୍ତ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବାପାଇଁ ସ୍ଥିର କରାଯାଇଛି।