ନାକଟିଦେଉଳ: ଜଗନ୍ନାଥ ପ୍ରସାଦ ସ୍ଥିତ ପବିତ୍ର ମୋହନ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି
ଅନୁଷ୍ଠିତ
ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ପକ୍ଷରୁ ମଙ୍ଗଳବାର ଦିନ ଜଗନ୍ନାଥ ପ୍ରସାଦ ସ୍ଥିତ ପବିତ୍ର ମୋହନ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2025 ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମ ରେ ବ୍ଲକର 95 ଟି ବିଭିନ୍ନ ବିଦ୍ୟାଳୟ ରୁ ସମୁଦାୟ 160 ଜଣ ଛାତ୍ର ଛାତ୍ରୀ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ l