ଦେବଗଡ: ଦେବଗଡ଼ରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି: ଗ୍ରହଣ ହେଲା 67ଟି ଅଭିଯୋଗ
ଦେବଗଡ଼ ଜିଲ୍ଲାର ରିଆମାଳ ବ୍ଲକ ମଲେହିପଡାଠାରେ ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ। ମୋଟ 67ଟି ଅଭିଯୋଗ ଗ୍ରହଣ କରାଯାଇ ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।