Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ଦେବଗଡ: ଜିଲ୍ଲାରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଏବଂ ଝଡବର୍ଷା ସମ୍ଭାବନା, ୟେଲୋ ଆଲର୍ଟ ଜାରି

ଲଘୁଚାପ ପ୍ରଭାବରେ ଦେବଗଡ ଜିଲ୍ଲା ସଦର ମହକୁମା ସମେତ ବିଭିନ୍ନ ଅଂଚଳରେ ଆଜି ପ୍ରବଳ ବର୍ଷା ଏବଂ ବଜ୍ରପାତ ଜାରି ରହିଛି । ଏଥିସହ ଜିଲ୍ଲାର ବିଭିନ୍ନ ଅଂଚଳରେ ଆସନ୍ତା ୨୪ ଘଂଟା ମଧ୍ୟରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଏବଂ ଝଡବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ଏଥିସହ ଆସନ୍ତା ୨୪ ଘଂଟା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ୧୭ ରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ ଜିଲ୍ଲାର ବିଭିନ୍ନ ସ୍ଥାନରେ ବଜ୍ରପାତ ଏବଂ ଝଡ଼ବର୍ଷା ସମ୍ଭାବନା ରହିଛି।

MORE NEWS