Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି

ଏଥର ଦଶହରାରେ ବର୍ଷା । କାରଣ ସେପ୍ଟେମ୍ବର ୨୫, ୨୬ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ରହିଛି । ଆଉ ଏହା ଘନୀଭୂତ ହେବା ପାଇଁ ପାଗ ମଧ୍ୟ ଅନୁକୂଳ ରହିଛି । ଏହା ଫଳରେ ଦଶହରାରେ ବର୍ଷା ହେବାର ଆଶଙ୍କା କରାଯାଉଛି । ଏପରି ହେଲେ ଚଳିତ ଦଶହରା ବଜାର ଫିକା ପଡ଼ିପାରେ । ୨୬ରୁ ୨୮ ଅର୍ଥାତ୍ ଷଷ୍ଠୀ ପୂଜାରୁ ଅଷ୍ଟମୀ ପର୍ଯ୍ୟନ୍ତ ସାରା ରାଜ୍ୟରେ ଭଲ ବର୍ଷା ହେବ ।

MORE NEWS