ଫୁଲବାଣୀ ସହର: ବାଲିଗାଡ଼ା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର,
ବାଲିଗାଡ଼ା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର, ଏହି ଶିବିର ଟି ସମବାର ଦିନ 11ଘଣ୍ଟିକା ସମୟରେ ଆରମ୍ଭ ହଇ ଦିନ ଗଟାଏ ପଯ୍ୟନ୍ତ ଚାଲୁ ରହିଥିଲା, ସୁଚନା ମୁତାବକ ନୂଆଗାଁ ବ୍ଲକ୍ ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବାଲିଗାଡ଼ା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଗୋଷ୍ଠୀ ଉନ୍ନୟନ ଅଧିକାରୀ, କ. ନୂଆଗାଁ ସୁଶ୍ରୀ ଶୁଭ୍ରାଞ୍ଜଳି ପ୍ରଧାନ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୩୦ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍