କେନ୍ଦୁଝର ସଦର: କେନ୍ଦୁଝର: 49 ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବାଇକ୍ ଚାଳକ ଗୁରୁତର
କେନ୍ଦୁଝର 49 ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗାରୀ ନିକଟରେ କାର୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା। ବାଇକ୍ ଚାଳକ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି। ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି।