ନାଉଗାଁ: ନାଉଗାଁ ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନ ପାଇଁ ବିଜେଡିର ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ନାଉଗାଁ ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ପ୍ରତିଦ୍ୱନ୍ଦ୍ୱୀ ଛାତ୍ର ନେତାଙ୍କ ସହ ବୈଠକ ଅନୁଷ୍ଠିତ। ଏଥିରେ ଜ୍ୟୋତିଷ ଚନ୍ଦ୍ର ଦାସ, ଚିରଞ୍ଜୀବ ବିଶ୍ୱାଳ ଓ ପ୍ରଶାନ୍ତ କୁମାର ମୁଦୁଲି ଯୋଗ ଦେଇଛନ୍ତି।