ବାଲେଶ୍ଵର: ପୋଖରୀରେ ବୁଡି ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ
Baleshwar, Balasore | Oct 20, 2026
ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଚଣ୍ଡୀପୁର ଗ୍ରାମରେ ପୋଖରୀରେ ଗାଧୋଇବା ବେଳେ ବୁଡି ଦଶମ ଶ୍ରେଣୀ ଛାତ୍ର ମୃତ୍ୟୁଞ୍ଜୟ ରାଉତଙ୍କର ମୃତ୍ୟୁ ହୋଇଛି। ହସ୍ପିଟାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।