Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
���ाजस्थान
Jharkhand
Rajasthan
���ध्यप्रदेश
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
���ादी
Crimenews
Nda
School
Cbi

ରାଉରକେଲା ମ୍ୟୁନିସିପାଲଟି: ସେକ୍ଟର ୬ ସ୍ଥିତ ଏନ୍ଏସି ଏସଟି ନୋଡାଲ ସରକାରୀ ହାଇସ୍କୁଲ ର ସୁବର୍ଣ୍ଣ ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି, ପ୍ରତିକ୍ରିୟା ରଖିଲେ ବିଧାୟକ

ରାଉରକେଲା ସେକ୍ଟର ୬ ସ୍ଥିତ ଏନ୍ ଏସି ଏସଟି ନୋଡାଲ ସରକାରୀ ହାଇସ୍କୁଲ ର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଅନୁଷ୍ଠିତ ହେବ। ଆସନ୍ତା ଡ଼ିସେମ୍ବର ୭ ତାରିଖରେ ସୁବର୍ଣ୍ଣ ଜୟନ୍ତୀ ସମାରୋହ ହେବା ନେଇ ବୁଧବାର ଏକ ପ୍ରସ୍ତୁତି ବୈଠକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ବାସ୍ଥ୍ୟ ମନ୍ତ୍ରୀ ଓ ଉପବାଚସ୍ପତି ଙ୍କ ସମେତ ଜିଲ୍ଲାର ସମସ୍ତ ବିଧାୟକ ଯୋଗ ଦେବେ। ବୁଧବାର ଅପରାହ୍ନରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ରଘୁନାଥପାଲି ବିଧାୟକ ଦୁର୍ଗା ଚରଣ ତନ୍ତୀ ।
ରାଉରକେଲା ମ୍ୟୁନିସିପାଲଟି: ସେକ୍ଟର ୬ ସ୍ଥିତ ଏନ୍ଏସି ଏସଟି ନୋଡାଲ ସରକାରୀ ହାଇସ୍କୁଲ ର ସୁବର୍ଣ୍ଣ ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି, ପ୍ରତିକ୍ରିୟା ରଖିଲେ ବିଧାୟକ - Raurkela M News