ସୁନ୍ଦରଗଡ଼ ଜିଲ୍ଲାର ସବଡେଗା ସ୍ଥିତ ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟ ର ୩୦ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି।ଏହା ସହ ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦଘାଟନ ହୋଇଛି। ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବ ରେ ଅଂଶଗ୍ରହଣ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।