ରାଉରକେଲା ମ୍ୟୁନିସିପାଲଟି: ପାନପୋଷ ଠାରେ ବୋଇତ ବନ୍ଦାଣ ଉତ୍ସବ ମହାସମାରୋହରେ ଅନୁଷ୍ଠିତ
ରାଉରକେଲା ପାନପୋଷ ଠାରେ ବୋଇତ ବନ୍ଦାଣ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବୁଧବାର ସକାଳୁ ଡଙ୍ଗା ଭସାଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ମାନେ ଉପସ୍ଥିତ ରହି ବୋଇତ ଭସାଇ ଥିଲେ। ଓଡ଼ିଶାର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇବା ଉଦ୍ଦେଶ୍ୟରେ ହୋଇଥାଏ ଡଙ୍ଗାଭସା।