ଝାରସୁଗୁଡ଼ାର କିର୍ମିରାଠାରେ ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ପାଳିତ। ମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗ ଓ ସାଂସଦ ପ୍ରଦୀପ ପୁରୋହିତ ଯୋଗଦେଇ ଜନଜାତି ସମାଜର ବିକାଶ ଓ ସଶକ୍ତୀକରଣ ଉପରେ ଗୁରୁତ୍ୱାରୋପ କରିଛନ୍ତି।