ତାଳେଚର ବିଧାୟକ ବ୍ରଜ ପ୍ରଧାନ ଆଜି ଭୁବନେଶ୍ବର ସ୍ଥିତ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଓ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ସାକ୍ଷାତ କରି ତାଳଚେର ଓ ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସମସ୍ୟା ସମ୍ପର୍କରେ ଦାବୀପତ୍ର ପ୍ରଦାନ କରିଥିଲେ |