Public App Logo
Jansamasya
Haryana
���ादी
Crimenews
Karnataka
Bareilly
���प
Agra
Biharnews
Jodhpur
Fatehpur
Kanganaranaut
Amitshah
Fire
Live
Jhansi
Yogiadityanath
Rain
���ोगी_आदित्यनाथ
Sonunigam
Arvindkejriwal
Rajasthannews
Rahul
Indianews
���ंगाल
Gwaliornews
New_delhi
���िल्ली_मेट्रो
Newsupdate
���निका
No video available

ଭଦ୍ରକ ଗ୍ରାମାଞ୍ଚଳ: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି

Bhadrak Rural, Bhadrak | Dec 28, 2024
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି । ଆଜି ଅପରାହ୍ନ ଠାରୁ ବିଭିନ୍ନ ଗଣମାଧ୍ୟମ ଆଇଡି ରେ ଭାଇରାଲ ହେବାରେ ଲାଗିଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ର ଏହି ଭିଡ଼ିଓ କୁ କେତେକ ସମାଜସେବି ଜିଲ୍ଲା ପ୍ରଶାସନ କୁ ଟୁଇଟ କରିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଘଟଣା ର ତଦନ୍ତ କରିବା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଙ୍କୁ ଟୁଇଟ ର ପ୍ରତି ଉତ୍ତର ରେ ଦିଆଯାଉଛି ।

MORE NEWS